• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Feb 2024: ଏହି ରାଶିର ବ୍ୟକ୍ତିଙ୍କର ଚାକିରି କ୍ଷେତ୍ରରେ ସଫଳତା ମିଳିବ..

ସୈାର କୁମ୍ଭମାସ  ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୩ ତାରିଖ ମଙ୍ଗଳବାର। ଚନ୍ଦ୍ର- ମୀନ ଅହୋରାତ୍ର, ତିଥି- ୪ର୍ଥୀ ଦିବା ୦୨.୪୨ ଗତେ ୫ମୀ, ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Leo

ସିଂହ

Tuesday 13 Feb 2024

ମଘା- ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ ସମୟ କଟାଇପାରନ୍ତି। ବ୍ୟବସାୟ ଓ ପରିବହନରେ ଅବଶ୍ୟ ବିଶେଷ କିଛି ଅସୁବିଧା ହେବନାହିଁ। ପାରିବାରିକ ସମସ୍ୟାକୁ ସମ୍ପର୍କୀୟଙ୍କ ସହାୟତାରେ ସୁଧାରିନେବେ।

ପୂ,ଫାଲଗୁନି- କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ସଭାସମିତିରେ ସୁନାମ ମିଳିବ। ଚାକିରିରେ ସ୍ଥାନନାଶ ଯୋଗ ରହଛି। ଛାତ୍ରଛାତ୍ରୀ ମାନେ ପଢାରେ ମନ ଯୋଗ ରଖିପାରିବେ ନାହିଁ

ଉ,ଫାଲଗୁନି- ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦର ଆଶଙ୍କା ରହିଛି। ଆକସ୍ମିକ ଭାବେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ । କୌଣସି ଏକ ସାଧାରଣ କଥା ନେଇ ପରିବହନ କ୍ଷେତ୍ରରେ ଅସୁବିଧାରେ ପଡ଼ିପାରନ୍ତି।

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :