• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Feb 2024: ଏହି ରାଶିର ବ୍ୟକ୍ତିଙ୍କର ଚାକିରି କ୍ଷେତ୍ରରେ ସଫଳତା ମିଳିବ..

ସୈାର କୁମ୍ଭମାସ  ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୩ ତାରିଖ ମଙ୍ଗଳବାର। ଚନ୍ଦ୍ର- ମୀନ ଅହୋରାତ୍ର, ତିଥି- ୪ର୍ଥୀ ଦିବା ୦୨.୪୨ ଗତେ ୫ମୀ, ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Virgo

କନ୍ୟା

Tuesday 13 Feb 2024

ଉ,ଫଳଗୁନି- ସମ୍ପର୍କୀୟଙ୍କ ସହଯୋଗକ୍ରମେ ଆନୁଷ୍ଠାନିକ କାମ ପ୍ରତି ମନ ବଳାଇବେ। ପାରିବାରିକ କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ବୈବାହିକ ଜୀବନରେ ସଂପର୍କ ନିବିଡ ହେବାକୁ ଲାଗିବ।

ହସ୍ତା- ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ। ମୁରବୀ ଆପଣଙ୍କୁ କୈାଣସି ଭଲ ପରାମର୍ଶ ଦେଇ ପାରନ୍ତି। ଶିକ୍ଷାକ୍ଷେତ୍ରରେ ନୂତନ ଜ୍ଞାନ ଆହରଣ କରିବେ।

ଚିତ୍ରା- ଜମିଜମା କାରବାରରେ ବିଳମ୍ବ ହେତୁ ସମସ୍ୟା ଦେଖାଦେଇପାରେ । ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ । ମହିଳା ମାନେ ନାନା ଚିନ୍ତାରେ ରହିବେ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :