• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Feb 2024: ଏହି ରାଶିର ବ୍ୟକ୍ତିଙ୍କର ଚାକିରି କ୍ଷେତ୍ରରେ ସଫଳତା ମିଳିବ..

ସୈାର କୁମ୍ଭମାସ  ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୩ ତାରିଖ ମଙ୍ଗଳବାର। ଚନ୍ଦ୍ର- ମୀନ ଅହୋରାତ୍ର, ତିଥି- ୪ର୍ଥୀ ଦିବା ୦୨.୪୨ ଗତେ ୫ମୀ, ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Libra

ତୁଳା

Tuesday 13 Feb 2024

ଚିତ୍ରା- କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍ ଦ୍ରୁତ ହେବ। କୌଣସି ବିଶେଷ କାମରେ ପରିବାର ଲୋକଙ୍କ ସାହାର୍ଯ୍ୟ ପାଇବେ। ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ।

ସ୍ୱାତୀ- ମୂଲ୍ୟବାନ୍ ଜିନିଷ କ୍ରୟକରିବା ସକାଶେ ହଠାତ୍ ମୋଟା ଅଙ୍କର ଆବଶ୍ୟକତା ପଡ଼ିପାରେ। ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ।

ବିଶାଖା- ନିର୍ମାଣମୂଳକ କାର୍ଯ୍ୟ ସୁବିଧାରେ ହାସଲ କରିବା ପାଇଁ କଷ୍ଟକର ହୋଇପଡ଼ିବ। ଫିଲ୍ମ ଉଦ୍ୟୋଗି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଭଲ ସୁଯୋଗ ମିଳିବ। ନୂତନ ଘର କିଣିବା ପାଇଁ ସୁଯୋଗ ଆସିବ।

ପ୍ରତିକାର – ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :