• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Feb 2024: ଏହି ରାଶିର ବ୍ୟକ୍ତିଙ୍କର ଚାକିରି କ୍ଷେତ୍ରରେ ସଫଳତା ମିଳିବ..

ସୈାର କୁମ୍ଭମାସ  ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୩ ତାରିଖ ମଙ୍ଗଳବାର। ଚନ୍ଦ୍ର- ମୀନ ଅହୋରାତ୍ର, ତିଥି- ୪ର୍ଥୀ ଦିବା ୦୨.୪୨ ଗତେ ୫ମୀ, ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Scorpio

ବିଛା

Tuesday 13 Feb 2024

ବିଶାଖା- ବହୁଦିନରୁ ଅଟକି ରହିଥିବା କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇବେ। ସ୍ୱାସ୍ଥ୍ୟ ସମସ୍ୟା ପରିବର୍ତ୍ତିତ ନହେବା ହେତୁ ସାମୟିକ ଦୁଶ୍ଚିନ୍ତା ବୃଦ୍ଧି ଘଟିବ । ପରିବାର ଭିତରେ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।

ଅନୁରାଧା- ସଭାସମିତ, ସଙ୍ଗଠନ, ରାଜନୀତି, ପ୍ରଶାସନ, ଆଲୋଚନା, କ୍ଷେତ୍ରରୁ ପ୍ରଶଂସିତ ହେବେ। ଆର୍ଥିକ ସ୍ଥିତି ପୂର୍ବପରି ରହିବ ଓ ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧିପାଇବ। ପ୍ରତ୍ୟେକ କଥାକୁ ସହଜ, ସରଳ ଢଙ୍ଗରେ ଗ୍ରହଣକଲେ କ୍ଷତିରେ ପଡ଼ିପାରନ୍ତି।

ଜ୍ୟେଷ୍ଠା- ଛୋଟ ଘଟଣାକୁ ଗୁରୁତର ମନେକରି ଭାବପ୍ରବଣ ହୋଇପାରନ୍ତି । ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ସାହିତ୍ୟ କ୍ଷେତ୍ରରେ ବେଶ୍ ଆଦୃତ ହେବେ । କୋର୍ଟରେ ତାରିଖ ସ୍ଥିରଧାର୍ଯ୍ୟ ହୋଇପାରେ।

ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :