• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Feb 2024: ଏହି ରାଶିର ବ୍ୟକ୍ତିଙ୍କର ଚାକିରି କ୍ଷେତ୍ରରେ ସଫଳତା ମିଳିବ..

ସୈାର କୁମ୍ଭମାସ  ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୩ ତାରିଖ ମଙ୍ଗଳବାର। ଚନ୍ଦ୍ର- ମୀନ ଅହୋରାତ୍ର, ତିଥି- ୪ର୍ଥୀ ଦିବା ୦୨.୪୨ ଗତେ ୫ମୀ, ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Capricorn

ମକର

Tuesday 13 Feb 2024

ଉ,ଷାଢା- ଜୀବନସାଥୀ ଓ ପରିଜନଙ୍କ ସ୍ନେହ ପାଇବେ। ବନ୍ଧୁଙ୍କ ସାହାର‌୍ୟ୍ୟ ଦ୍ୱାରା କଠିନ କାର୍ଯ୍ୟ କରିବେ। ବୃଦ୍ଧି ବିଦ୍ୟାର ଉତମ ଉପଯୋଗ କରି କାର୍ଯ୍ୟରେ ସଫଳତା ପାଇବେ।

ଶ୍ରବଣା- ବ୍ୟବସାୟ- ବାଣିଜ୍ୟ ପାଇଁ ବିଦେଶକୁ ଯିବେ। ରାଜନୈତିକ କ୍ଷେତ୍ରରେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ଛାତ୍ରଛାତ୍ରୀ ମାନେ ପଢାକୁ ନେଇ ଚିନ୍ତାରେ ରହିପାରନ୍ତି ।

ଧନିଷ୍ଠା- ନିର୍ମାଣ, ମରାମତି କାମ ଓ ପ୍ରତିଟି ପଦକ୍ଷେପରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ। ନୂତନ ଗୃହୋପକରଣ କ୍ରୟ କରିପାରନ୍ତି। ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ।

ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :