• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th February 2023: ଆଜି ଏହି ରାଶିର ବ୍ୟକ୍ତି ନୂଆ ଜମି କ୍ରୟ କରିବେ

ସୈାର ମକର ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ସୋମବାର । ଚନ୍ଦ୍ର – ତୁଳା ରାତ୍ରି ୦୮.୩୬ ଗତେ ବିଛା,ତିଥି – ୭ମୀ ଦିବା ୦୯.୪୬ ଗତେ ୭ମୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମିଥୁନ ,ପୁଷ୍କର ଦୋଷ – ୨ ପାଦ -ପଶୁ ଓ ବଂଶହାନି- ଅନ୍ନ ଓ ତିଳକାଞନ ଦାନ ଦିବା ୦୯.୪୬ ଗତେ ୧ ପାଦ ।

Pisces

ମୀନ

Monday 13 Feb 2023

ପୂ , ଭାଦ୍ରପଦ - ଆପଣଙ୍କ ସମ୍ମାନରେ ଆଞ୍ଚ ଆସିପାରେ । ଆୟ ବଢ଼ିବାରେ ବାଧା ଉପୁଜିବ । ଭାତୃ ମଧ୍ୟରେ ମନ ମାଳିନ୍ୟ ହୋଇପାରେ । ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ।

ଉ , ଭଦ୍ରପଦ - ସଭାସମିତିରେ କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ । କର୍ମ କ୍ଷେତ୍ରରେ ନିଜର ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପିଲାମାନେ ପାଠପଢା ପ୍ରତି ବିମୁଖ ହେବେ

ରେବତୀ – ଋଣଗ୍ରସ୍ତ ହୋଇ ନୂତନ ଗୃହ ନିର୍ମାଣ କରି ପାରନ୍ତି । ମହିଳା ମାନେ କୈାଣସି କାରଣରୁ ଦୁଃଖ ପ୍ରକାଶ କରିବେ । କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ।

ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :