• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th February 2023: ଆଜି ଏହି ରାଶିର ବ୍ୟକ୍ତି ନୂଆ ଜମି କ୍ରୟ କରିବେ

ସୈାର ମକର ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ସୋମବାର । ଚନ୍ଦ୍ର – ତୁଳା ରାତ୍ରି ୦୮.୩୬ ଗତେ ବିଛା,ତିଥି – ୭ମୀ ଦିବା ୦୯.୪୬ ଗତେ ୭ମୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମିଥୁନ ,ପୁଷ୍କର ଦୋଷ – ୨ ପାଦ -ପଶୁ ଓ ବଂଶହାନି- ଅନ୍ନ ଓ ତିଳକାଞନ ଦାନ ଦିବା ୦୯.୪୬ ଗତେ ୧ ପାଦ ।

Cancer

କର୍କଟ

Monday 13 Feb 2023

ପୁନର୍ବସୁ - ପାରିବାରିକ ସମସ୍ୟାକୁ ସମାଧାନ କରିବା ସକାଶେ ଚେଷ୍ଟିତ ହେବେ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । । ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ

ପୁଷ୍ୟା – ଚାକିରୀରେ ସାମାନ୍ୟ ଅବହେଳା କରିବେ । ପିଲାମାନେ ପରିଶ୍ରମ କରି ମଧ୍ୟ ବିଫଳ ହେବେ । ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନ କରିବାକୁ ପଡ଼ିପାରେ ।

ଅଶ୍ଳେଷା - ବିବାଦୀୟ ଘଟଣାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ରାଜନୀତିରେ ପଦବୀ ପ୍ରାପ୍ତ ହୋଇପାରେ । ମହିଳା ମାନେ ବନ୍ଧୁଙ୍କ ସହିତ ସମୟ କଟିବେ

ପ୍ରତିକାର –ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :