• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th February 2023: ଆଜି ଏହି ରାଶିର ବ୍ୟକ୍ତି ନୂଆ ଜମି କ୍ରୟ କରିବେ

ସୈାର ମକର ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ସୋମବାର । ଚନ୍ଦ୍ର – ତୁଳା ରାତ୍ରି ୦୮.୩୬ ଗତେ ବିଛା,ତିଥି – ୭ମୀ ଦିବା ୦୯.୪୬ ଗତେ ୭ମୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମିଥୁନ ,ପୁଷ୍କର ଦୋଷ – ୨ ପାଦ -ପଶୁ ଓ ବଂଶହାନି- ଅନ୍ନ ଓ ତିଳକାଞନ ଦାନ ଦିବା ୦୯.୪୬ ଗତେ ୧ ପାଦ ।

Virgo

କନ୍ୟା

Monday 13 Feb 2023

ଉ , ଫାଲଗୁନୀ – ଶାରୀରିକ ସମସ୍ୟା ଦୂରହେବ । ଶିଳ୍ପ, ବାଣିଜ୍ୟ, ପରିବହନ ସ୍ତରରେ ବ୍ୟସ୍ତତା ଦୂର ହୋଇଯିବ। ସମସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ

ହସ୍ତା – ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ । ରାଜନୀତିରେ ସମସ୍ୟା ବଢିବ । ଚାକିରୀକ୍ଷେତ୍ରରେ ଅପବାଦ ସହିବାକୁ ପଡିବ । ପିଲାମାନେ ଅପଯଶ ପାଇପାରନ୍ତି

ଚିତ୍ରା – ମାଲିମକଦମାରେ ସାମାନ୍ୟ ଅଶାନ୍ତି ଆସିପାରେ । ବନ୍ଧୁମାନଙ୍କ ସହଯୋଗ ହେତୁ ସଫଳତା ହାସଲ କରିବେ। ମହିଳା ମାନେ ଧର୍ମପାରାୟଣ ରହିବେ

ପ୍ରତିକାର - ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :