• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th February 2023: ଆଜି ଏହି ରାଶିର ବ୍ୟକ୍ତି ନୂଆ ଜମି କ୍ରୟ କରିବେ

ସୈାର ମକର ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ସୋମବାର । ଚନ୍ଦ୍ର – ତୁଳା ରାତ୍ରି ୦୮.୩୬ ଗତେ ବିଛା,ତିଥି – ୭ମୀ ଦିବା ୦୯.୪୬ ଗତେ ୭ମୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମିଥୁନ ,ପୁଷ୍କର ଦୋଷ – ୨ ପାଦ -ପଶୁ ଓ ବଂଶହାନି- ଅନ୍ନ ଓ ତିଳକାଞନ ଦାନ ଦିବା ୦୯.୪୬ ଗତେ ୧ ପାଦ ।

Libra

ତୁଳା

Monday 13 Feb 2023

ଚିତ୍ରା – ସ୍ୱାସ୍ଥ୍ୟ ଭଲ ରହିବ । ଯେଉଁ କାମ କରିବେ ସେଥିରେ ସଫଳତା ହାସଲ କରିବେ । ଦାମ୍ପତି ଜୀବନ ପ୍ରେମପୂର୍ବକ ବିତିବ

ସ୍ୱାତୀ – ବ୍ୟବସାୟରେ ଅନୁକୂଳ ବାତାବରଣ ଆସିବା ସହିତ ଧନ ବୃଦ୍ଧି ହୋଇପାରେ । କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି । ମହିଳା ମାନେ ତିରସ୍କୃତ ହୋଇପାରନ୍ତି

ବିଶାଖା – ଭଲ ସମ୍ପର୍କ ନ ଥିବା ଲୋକମାନେ ଅପପ୍ରଚାର କରିପାରନ୍ତି । ରାଜନୀତିରେ ସହାନୁଭୁତି ମିଳିବ । ମହିଳା ମାନେ ଦାମ୍ପତ୍ୟ ସୌଖ ଉପଭୋଗ କରିବେ

ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :