• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th February 2023: ଆଜି ଏହି ରାଶିର ବ୍ୟକ୍ତି ନୂଆ ଜମି କ୍ରୟ କରିବେ

ସୈାର ମକର ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ସୋମବାର । ଚନ୍ଦ୍ର – ତୁଳା ରାତ୍ରି ୦୮.୩୬ ଗତେ ବିଛା,ତିଥି – ୭ମୀ ଦିବା ୦୯.୪୬ ଗତେ ୭ମୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମିଥୁନ ,ପୁଷ୍କର ଦୋଷ – ୨ ପାଦ -ପଶୁ ଓ ବଂଶହାନି- ଅନ୍ନ ଓ ତିଳକାଞନ ଦାନ ଦିବା ୦୯.୪୬ ଗତେ ୧ ପାଦ ।

Capricorn

ମକର

Monday 13 Feb 2023

ଉ , ଷାଢା - ଶାରୀରିକ ଅସୁସ୍ଥତା ଓ ଧନ ବ୍ୟୟର ସୂଚନା ମିଳିବ । ପିଲାମାନେ ମଧ୍ୟ୍ୟମ ଧରଣର ଫଳ ପାଇବେ । କାମରେ ଭଲ ପ୍ରଦର୍ଶନ ପାଇଁ କିଛି ନୂଆ କରିବେ

ଶ୍ରବଣା – ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ରାଜନୀତିରେ ସତର୍କ ରହି କାର‌୍ୟ୍ୟ କରନ୍ତୁ । ଚାକିରୀରେ ଅଧିକ ପରିଶ୍ରମ କରିବାକୁ ପଡିବ ।

ଧନିଷ୍ଠା – କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳା ମାନେ ସନ୍ତାନଙ୍କ ଚିନ୍ତାରେ ରହିବେ

ପ୍ରତିକାର – ମାଆ ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :