କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି- ପ୍ରତିପଦ ରାତ୍ରି ୦୮.୨୨ ଗତେ ୨ୟା,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ରାତ୍ରି ୦୮.୨୨ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।
ଅଶ୍ୱନୀ- ଘରକୁ ଅତିଥିଙ୍କ ଆଗମନ ହୋଇପାରେ । ପରିବହନ, କଳା, ବାଣିଜ୍ୟରେ ଲାଭାନ୍ୱିତ ହୋଇ ପାରନ୍ତି । ସରକାରି କ୍ଷେତ୍ରରେ ପ୍ରୋତ୍ସାହନ ମିଳିପାରେ ।
ଦ୍ୱିଜା- ଯାନବାହନ ଓ ସାମୟିକ ସମସ୍ୟା ଦେଖା ଦେଇପାରେ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ । କର୍ମ କ୍ଷେତ୍ରକୁ ଯିବା ସମୟରେ କୌଣସି ଦରକାରୀ କାଗଜ ପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି ।
କୃତିକା- ପ୍ରେମିକ, ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ପରିବହନ ଓ ଶିଳ୍ପରେ ମାନ୍ଦା ହେବାର ଦେଖାଦେଇ ପାରେ । ପୂର୍ବରୁ କରିଥିବା କର୍ମ ପାଇଁ ଦଣ୍ଡ ପାଇ ପାରନ୍ତି
ପ୍ରତିକାର - ହନୁମାନଙ୍କର ଚାଳିଶା ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯