• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି- ପ୍ରତିପଦ ରାତ୍ରି ୦୮.୨୨ ଗତେ ୨ୟା,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ରାତ୍ରି ୦୮.୨୨ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Taurus

ବୃଷ

Thursday 13 Feb 2025

କୃତିକା- କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ନୂଆ କାର‌୍ୟ୍ୟ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ ।

ରୋହିଣୀ- ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ

ମୃଗଶିରା- ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର‌୍ୟ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ

ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :