• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି- ପ୍ରତିପଦ ରାତ୍ରି ୦୮.୨୨ ଗତେ ୨ୟା,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ରାତ୍ରି ୦୮.୨୨ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Aquarius

କୁମ୍ଭ

Thursday 13 Feb 2025

ଧନିଷ୍ଠା- ନିଜ ସ୍ୱାସ୍ଥ୍ୟକୁ ନେଇ ଅଧିକ ଚିନ୍ତା କରନ୍ତୁ ନାହିଁ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ

ଶତଭିଷା- ବେପାରରେ ଯୋଜନା ବଦ୍ଧ ରୂପେ କାମ କରିବେ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ। ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ । କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ

ପୂ,ଭାଦ୍ରପଦ- କୌଣସି ଗୁରୁତ୍ୱ ପୂର୍ଣ୍ଣ କାର‌୍ୟ୍ୟକୁ ନେଇ ବ୍ୟସ୍ତ ରହିପାରନ୍ତି । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି ।

ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :