• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି- ପ୍ରତିପଦ ରାତ୍ରି ୦୮.୨୨ ଗତେ ୨ୟା,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ରାତ୍ରି ୦୮.୨୨ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Virgo

କନ୍ୟା

Thursday 13 Feb 2025

ଉ- ଫାଲ୍‌ଗୁନୀ- ଦେହପିଡାକୁ ଉପେକ୍ଷା ନ କରି କର୍ମରେ ଲାଗି ରହିବେ । ଅର୍ଥ ଆୟକରିବା ସହିତ ମାନସମ୍ମାନ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ । ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ ।

ହସ୍ତା- କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ । ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ଭାବୁଥିବା କଥାକୁ ବନ୍ଧୁଙ୍କ ଆଗରେ କହି ପାରିବେ ନାହିଁ

ଚିତ୍ରା- ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ମହିଳା ମାନେ ଅନ୍ୟକୁ ସାହାର‌୍ୟ୍ୟ କରିବେ । ନିଜ ପରିସରରେ ଜଣେ ବନ୍ଧୁ ସାହାର‌୍ୟ୍ୟର ପ୍ରତିଶୃତି ଦେବେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ

ପ୍ରତିକାର - ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :