• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି- ପ୍ରତିପଦ ରାତ୍ରି ୦୮.୨୨ ଗତେ ୨ୟା,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ରାତ୍ରି ୦୮.୨୨ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Libra

ତୁଳା

Thursday 13 Feb 2025

ଚିତ୍ରା- ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି । ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ ।ଅନେକ ସମୟ କାର୍ଯ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ ।

ସ୍ୱାତୀ- କୌଣସି କାମ ଆରମ୍ଭ କରି ଅବଶ୍ୟ ସଫଳତା ପାଇବେ । ସମାଜ ସେବାରେ ମନ ବଳାଇବେ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ

ବିଶାଖା- ଜମି କିଣିବା ବେଳେ ଗୁରୁଜନଙ୍କ ପରାମର୍ଶ ଭଲ ରହିବ । ମଧୁର ବ୍ୟବହାର ପାଇଁ ଅନ୍ୟ ମାନଙ୍କୁ ଆକର୍ଷଣ କରି ପାରିବେ । ଅଳ୍ପ ପରିଶ୍ରମ କରି ଅଧିକ ଧନ ପାଇବାର ଆଶା ଦେଖାଦେବ 

ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :