• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି- ପ୍ରତିପଦ ରାତ୍ରି ୦୮.୨୨ ଗତେ ୨ୟା,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ରାତ୍ରି ୦୮.୨୨ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Scorpio

ବିଛା

Thursday 13 Feb 2025

ବିଶାଖା- ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ଦେଖାଦେବ । ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ

ଅନୁରାଧା- ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସି୍ଥରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି ।

ଜ୍ୟୋଷ୍ଠା- ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । କ୍ରିଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ । ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ ।

ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :