କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି- ପ୍ରତିପଦ ରାତ୍ରି ୦୮.୨୨ ଗତେ ୨ୟା,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ରାତ୍ରି ୦୮.୨୨ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।
ମୂଳା- ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ ଜନିତ ସମସ୍ୟା ଦେଖାଦେଇପାରେ । କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ପାରିବାରିକ ବିଶୃଙ୍ଖଳା ଦେଖାଦେବା ସହିତ ସମ୍ପର୍କରେ ସାମାନ୍ୟ ତିକ୍ତତା ଆସିପାରେ
ପୂ,ଷାଢା- ରାଜନିତିରେ କୈାଣସି କାର୍ୟ୍ୟ ଆପଣଙ୍କ ହାତରୁ ଘସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ।
ଉ,ଷାଢା- କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ମାଲିମୋକଦ୍ଦମାରେ ସଫଳତା ମିଳିବ ।
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩