• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି- ପ୍ରତିପଦ ରାତ୍ରି ୦୮.୨୨ ଗତେ ୨ୟା,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ରାତ୍ରି ୦୮.୨୨ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Capricorn

ମକର

Thursday 13 Feb 2025

ଉ, ଷାଢା- ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ । ଆୟବ୍ୟୟ ସମାନ ପରିମାଣରେ ରହିବ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ

ଶ୍ରବଣା-– ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ଚାକିରି ବୃତିରେ ଅଧୁରା ସ୍ୱପ୍ନ ପୂରା ହୋଇପାରେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । କୈାଣସି କାର‌୍ୟ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । ସମ୍ପତି ବୃଦ୍ଧି ହୋଇପାରେ ।

ଧନିଷ୍ଠା- ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ । କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ

ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :