• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପ୍ରେମ ଜୀବନ ମଧୁର ମୟ ରହିବ..

ସୈାର ଧନୁମାସ  ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୩ ତାରିଖ ଶନିବାର। ଚନ୍ଦ୍ର- ମକର ରାତ୍ରି ୧୧.୩୫ ଗତେ କୁମ୍ଭ, ତିଥି- ୨ୟା ଦିବା ୧୧.୧୧ ଗତେ ୩ୟା, ଘାତଚନ୍ଦ୍ର- ସିଂହ ରାଶିର, ରାତ୍ରି ୧୧.୩୫ ଗତେ ମିଥୁନ ଓ ମୀନ ରାଶିର, ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି ଭୂମି ଓ ଅନ୍ନଦାନ ଦିବା ୧୧.୧୧ ଗତେ ୧ ପାଦ-କୃଷିହାନି-ଭୂମିଦାନ

Aries

ମେଷ

Saturday 13 Jan 2024

ଅଶ୍ୱନୀ- ପୁରାତନ ରୋଗର ପୀଡା ଅନୁଭବ ହୋଇପାରେ । ବ୍ୟବସାୟ ସହିତ ଜଡିତ ଲୋକମାନେ ଲାଭରେ ରହିବେ । ରୋଜଗାର କ୍ଷମ ବ୍ୟକ୍ତିଙ୍କ ପାଇଁ ନୂତନ ଆୟର ଉତ୍ସ ସୃଷ୍ଟି ହେବ ।

ଦ୍ୱିଜା- ରାଜନୀତିରେ ଆପଣଙ୍କୁ ଏକ ନୂତନ ଦଳ ସହିତ କାମ କରିବାକୁ ପଡିପାରେ । ଆତ୍ମୀୟମାନେ ବିଶ୍ୱାସଘାତକତା କରିପାରନ୍ତି । ଦୀର୍ଘ ଦିନ ଧରି ଅଫିସ ରେ ଅଟକି ରହିଥିବା କାର୍ଯ୍ୟ ସମାପ୍ତ କରିପାରିବେ ।

କୃତିକା- ଆନିଷ୍ଠାନିକ କାମରେ ଗୁରୁ ଦାୟିତ୍ୱ ବହନ କରି ବ୍ୟସ୍ତ ହୋଇ ପାରନ୍ତି । ଯାତ୍ରା ସମୟରେ କାହାର କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ । ରାଜନୀତି, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ।

ପ୍ରତିକାର - ନୃସିଂହଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :