• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପ୍ରେମ ଜୀବନ ମଧୁର ମୟ ରହିବ..

ସୈାର ଧନୁମାସ  ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୩ ତାରିଖ ଶନିବାର। ଚନ୍ଦ୍ର- ମକର ରାତ୍ରି ୧୧.୩୫ ଗତେ କୁମ୍ଭ, ତିଥି- ୨ୟା ଦିବା ୧୧.୧୧ ଗତେ ୩ୟା, ଘାତଚନ୍ଦ୍ର- ସିଂହ ରାଶିର, ରାତ୍ରି ୧୧.୩୫ ଗତେ ମିଥୁନ ଓ ମୀନ ରାଶିର, ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି ଭୂମି ଓ ଅନ୍ନଦାନ ଦିବା ୧୧.୧୧ ଗତେ ୧ ପାଦ-କୃଷିହାନି-ଭୂମିଦାନ

Taurus

ବୃଷ

Saturday 13 Jan 2024

କୃତିକା- ବ୍ୟବସାୟରେ ବଡ ଧରଣର ଆର୍ଥିକ ଲାଭ ହୋଇପାରେ । ସମସ୍ତ କାର୍ଯ୍ୟ କ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟରେ ଦାୟିତ୍ୱ ନେଇ ପ୍ରଶଂସା ପାଇବେ ।

ରୋହିଣୀ- ଅନ୍ୟର କଥାକୁ ସତ ମନେକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ । ଅଫିସ୍‌ର ମାହୋଲ କିଛି ଖାସ ଭଲ ରହିବ ନାହି ସେଥିପାଇଁ ଚିନ୍ତାରେ ରହିବେ । ରାଜନୀତିରେ ଗୁପ୍ତ ଶତ୍ରୁ ବୃଦ୍ଧି ପାଇବେ ।

ମୃଗଶିରା- ଗୃହୋପକରଣ କ୍ରୟ କରିବାଯୋଗେ ଆର୍ଥିକ ସଙ୍କଟ ଦେଖାଦେବ । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଜମିବାଡି ସମସ୍ୟାର ସି୍ଥତି ଆପଣଙ୍କ ସପକ୍ଷରେ ରହିବ ।

ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :