• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପ୍ରେମ ଜୀବନ ମଧୁର ମୟ ରହିବ..

ସୈାର ଧନୁମାସ  ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୩ ତାରିଖ ଶନିବାର। ଚନ୍ଦ୍ର- ମକର ରାତ୍ରି ୧୧.୩୫ ଗତେ କୁମ୍ଭ, ତିଥି- ୨ୟା ଦିବା ୧୧.୧୧ ଗତେ ୩ୟା, ଘାତଚନ୍ଦ୍ର- ସିଂହ ରାଶିର, ରାତ୍ରି ୧୧.୩୫ ଗତେ ମିଥୁନ ଓ ମୀନ ରାଶିର, ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି ଭୂମି ଓ ଅନ୍ନଦାନ ଦିବା ୧୧.୧୧ ଗତେ ୧ ପାଦ-କୃଷିହାନି-ଭୂମିଦାନ

Pisces

ମୀନ

Saturday 13 Jan 2024

ପୂ,ଭାଦ୍ରପଦ- କୌଣସି କାମ କରିସାରିବା ପରେ ଭଲ ମନ୍ଦବିଚାର କରି ଅସ୍ଥିର ରହିପାରନ୍ତି । ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ । ବ୍ୟବସାୟୀଙ୍କ ମଧ୍ୟରେ ପ୍ରତିଯୋଗିତା ମାନୋଭାବ ଉପୁଜିବ ।

ଉ,ଭାଦ୍ରପଦ- ଅଫିସିଆଲ କାମରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ପଛ କଥା ନ ଭାବି ପରିସ୍ଥିତିକୁ ସାମ୍ନା କରିବାକୁ ଚେଷ୍ଟା କରିବା ଭଲ ହେବ । ପିଲାଙ୍କ ଆଚରଣରେ ପରିବର୍ତନ ଆସିପାରେ ।

ରେବତୀ- ଆନୁଷ୍ଠାନିକ କାର୍ଯ୍ୟର ନେତୃତ୍ୱ ନେଇ ପ୍ରଶଂସିତ ହେବାର ସମ୍ଭାବନା ରହିଛି । ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାର୍ଯ୍ୟ କାମକୁ ଆସିବ । ଟଙ୍କା ପଇସାକୁ କେନ୍ଦ୍ର କରି କଳହ ଲାଗିପାରେ ।

ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :