• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପ୍ରେମ ଜୀବନ ମଧୁର ମୟ ରହିବ..

ସୈାର ଧନୁମାସ  ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୩ ତାରିଖ ଶନିବାର। ଚନ୍ଦ୍ର- ମକର ରାତ୍ରି ୧୧.୩୫ ଗତେ କୁମ୍ଭ, ତିଥି- ୨ୟା ଦିବା ୧୧.୧୧ ଗତେ ୩ୟା, ଘାତଚନ୍ଦ୍ର- ସିଂହ ରାଶିର, ରାତ୍ରି ୧୧.୩୫ ଗତେ ମିଥୁନ ଓ ମୀନ ରାଶିର, ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି ଭୂମି ଓ ଅନ୍ନଦାନ ଦିବା ୧୧.୧୧ ଗତେ ୧ ପାଦ-କୃଷିହାନି-ଭୂମିଦାନ

Cancer

କର୍କଟ

Saturday 13 Jan 2024

ପୁନର୍ବସୁ- ପୁରାତନ ରୋଗର ପୀଡା କ୍ରମଶଃ ହ୍ରାସ ପାଇପାରେ । ହସଖୁସୀରେ ସମୟ ଅତିବାହିତ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ । ଦାମ୍ପତ୍ୟ ଜୀବନରେ ତିକ୍ତତା ସୃଷ୍ଟିହେବା କାରଣରୁ ମାନସିକ ସ୍ଥିତି ଠିକ୍ ରହିବ ନାହିଁ ।

ପୁଷ୍ୟା- ଜଣେ ବନ୍ଧୁଙ୍କ ସହଯୋଗରୁ ନିର୍ମାଣଧୀନ କାମଟି ସମ୍ପନ୍ନ କରିପାରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରଚାର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ । ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପନ୍ଥା ଅନୁସରଣ କରିବେ ।

ଅଶ୍ଲେଷା- ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ଅଧୟନ, ଅଧ୍ୟାପନା ଓ ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଆକସ୍ମିକ ଧନ ପାଇବାର ସମ୍ଭାବନା ରହିଛି ।

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :