• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପ୍ରେମ ଜୀବନ ମଧୁର ମୟ ରହିବ..

ସୈାର ଧନୁମାସ  ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୩ ତାରିଖ ଶନିବାର। ଚନ୍ଦ୍ର- ମକର ରାତ୍ରି ୧୧.୩୫ ଗତେ କୁମ୍ଭ, ତିଥି- ୨ୟା ଦିବା ୧୧.୧୧ ଗତେ ୩ୟା, ଘାତଚନ୍ଦ୍ର- ସିଂହ ରାଶିର, ରାତ୍ରି ୧୧.୩୫ ଗତେ ମିଥୁନ ଓ ମୀନ ରାଶିର, ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି ଭୂମି ଓ ଅନ୍ନଦାନ ଦିବା ୧୧.୧୧ ଗତେ ୧ ପାଦ-କୃଷିହାନି-ଭୂମିଦାନ

Libra

ତୁଳା

Saturday 13 Jan 2024

ଚିତ୍ରା- ବ୍ୟବସାୟ କ୍ଷେତ୍ରରେ ପୁରୁଣା ପ୍ରାପ୍ୟ କିଛି ଆଦାୟ ହୋଇ ନାନା ପ୍ରକାର ସୁବିଧା ସୁଯୋଗ ମିଳିବ । ଆୟର ନୂତନ ଉତ୍ସ ସୃଷ୍ଟି ହୋଇପାରେ । କର୍ମ କ୍ଷେତ୍ରରେ ଆପଣଙ୍କ କାମକୁ ଖରାପ କରିବାର ସମ୍ଭାବନା ଅଛି ।

ସ୍ୱାତୀ- ଅଫିସ୍ କାମରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ନିଜଦୋଷରୁ ସ୍ୱାସ୍ଥ୍ୟ ସମସ୍ୟା ଗୁରୁତର ହୋଇପାରେ। ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ଆଣିବେ।

ବିଶାଖା- ଅଜଣା ବ୍ୟକ୍ତିଙ୍କ ଦ୍ୱାରା ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ନିଜର କୌଣସି ବ୍ୟକ୍ତିଗତ କାମ ହାସଲ ପାଇଁ ପର ଉପରେ ନିର୍ଭର କରିବାକୁ ପଡିପାରେ ।

ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :