• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପ୍ରେମ ଜୀବନ ମଧୁର ମୟ ରହିବ..

ସୈାର ଧନୁମାସ  ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୩ ତାରିଖ ଶନିବାର। ଚନ୍ଦ୍ର- ମକର ରାତ୍ରି ୧୧.୩୫ ଗତେ କୁମ୍ଭ, ତିଥି- ୨ୟା ଦିବା ୧୧.୧୧ ଗତେ ୩ୟା, ଘାତଚନ୍ଦ୍ର- ସିଂହ ରାଶିର, ରାତ୍ରି ୧୧.୩୫ ଗତେ ମିଥୁନ ଓ ମୀନ ରାଶିର, ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି ଭୂମି ଓ ଅନ୍ନଦାନ ଦିବା ୧୧.୧୧ ଗତେ ୧ ପାଦ-କୃଷିହାନି-ଭୂମିଦାନ

Scorpio

ବିଛା

Saturday 13 Jan 2024

ବିଶାଖା- ପରକଥାକୁ ପ୍ରାଧାନ୍ୟ ଦେଲେ ପାରିବାରିକ କ୍ଷେତ୍ରରେ ଅଶାନ୍ତି ଦେଖାଦେବ । ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରିପାରିଲେ ନିଶ୍ଚିତ ସଫଳତା ହାସଲ କରିବେ । ବ୍ୟବସାୟିକ ଦିଗ ପାଇଁ ଆଜିର ଦିନଟି ବହୁତ ଭଲ ।

ଅନୁରାଧା- ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ହେବାସହ ପରୀକ୍ଷା, ପରିଣାମ ଅନୁକୂଳ ହେବ । ରାଜନୀତି କ୍ଷେତ୍ରରେ ସୃଜନଶୀଳ ଚିନ୍ତାଧାରା ଓ ପରାମର୍ଶ ଗୁଡିକ ପ୍ରଶଂସିତ ହେବେ । ଧୈର୍ଯ୍ୟ ଓ ସାହାସ ଦ୍ୱାରା ଶତ୍ରୁମାନଙ୍କ ଠାରୁ କାର୍ଯ୍ୟ ହାସଲ କରିପାରିବେ ।

ଜ୍ୟେଷ୍ଠା- ଜମିବାଡି ପୂର୍ବ ସମସ୍ୟା ପୁଣି ଦେଖାଦେଇପାରେ । ଭଲ କର୍ମ ପାଇଁ ସମ୍ମାନିତ ହେବା ସହିତ ଦକ୍ଷତା ପ୍ରତିପାଦିତ କରିବେ । ଅଫିସରେ ନୂଆ ସମ୍ପର୍କ ସୃଷ୍ଟି ହେବ ।

ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :