• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପ୍ରେମ ଜୀବନ ମଧୁର ମୟ ରହିବ..

ସୈାର ଧନୁମାସ  ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୩ ତାରିଖ ଶନିବାର। ଚନ୍ଦ୍ର- ମକର ରାତ୍ରି ୧୧.୩୫ ଗତେ କୁମ୍ଭ, ତିଥି- ୨ୟା ଦିବା ୧୧.୧୧ ଗତେ ୩ୟା, ଘାତଚନ୍ଦ୍ର- ସିଂହ ରାଶିର, ରାତ୍ରି ୧୧.୩୫ ଗତେ ମିଥୁନ ଓ ମୀନ ରାଶିର, ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି ଭୂମି ଓ ଅନ୍ନଦାନ ଦିବା ୧୧.୧୧ ଗତେ ୧ ପାଦ-କୃଷିହାନି-ଭୂମିଦାନ

Sagittarius

ଧନୁ

Saturday 13 Jan 2024

ମୂଳା- ବାରମ୍ବାର ପରିବାରରେ ସମସ୍ୟା ବୃଦ୍ଧି ପାଉଥିବାରୁ ଅନ୍ୟମାନଙ୍କ ପ୍ରତି ଭଲ ଧାରଣା କ୍ରମଶଃ ହ୍ରାସ ପାଇପାରେ । କର୍ମକ୍ଷେତ୍ରରେ ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ ।

ପୂ,ଷାଢା- ଅଫିସ ରେ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ନ ରହିଲେ ବିଭିନ୍ନ ପ୍ରକାରର ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ । ବନ୍ଧୁଙ୍କ ମାଧ୍ୟମରେ ଆଶା କରୁଥିବା ଜିନିଷଟି ପାଇ ଖୁସି ହୋଇଯିବେ ।

ଉ,ଷାଢା- ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପ୍ରର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ମାନସିକ ଶାନ୍ତି ମିଳିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ଘରୁ କୌଣସି ଭୁଲ୍ ଖବର ଶୁଣି ବିବ୍ରତ ହୋଇପାରନ୍ତି ।

ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଲଗାନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :