• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପ୍ରେମ ଜୀବନ ମଧୁର ମୟ ରହିବ..

ସୈାର ଧନୁମାସ  ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୩ ତାରିଖ ଶନିବାର। ଚନ୍ଦ୍ର- ମକର ରାତ୍ରି ୧୧.୩୫ ଗତେ କୁମ୍ଭ, ତିଥି- ୨ୟା ଦିବା ୧୧.୧୧ ଗତେ ୩ୟା, ଘାତଚନ୍ଦ୍ର- ସିଂହ ରାଶିର, ରାତ୍ରି ୧୧.୩୫ ଗତେ ମିଥୁନ ଓ ମୀନ ରାଶିର, ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି ଭୂମି ଓ ଅନ୍ନଦାନ ଦିବା ୧୧.୧୧ ଗତେ ୧ ପାଦ-କୃଷିହାନି-ଭୂମିଦାନ

Capricorn

ମକର

Saturday 13 Jan 2024

ଉ,ଷାଢା- ପାରିବାରିକ ପରିସ୍ଥିତି ପୂର୍ବପରି ରହିବା ହେତୁ ବ୍ୟସ୍ତତା ଅନୁଭବ କରିପାରନ୍ତି । ଆଶାକରିଥିବା ଦିଗରୁ କୌଣସି ମୂଲ୍ୟବାନ ଜିନିଷ ପ୍ରାପ୍ତି ହେବ । ବକେୟା ଟଙ୍କା ପାଇବାର ଆଶା ଉଜ୍ଜ୍ୱଳତର ହେବ ।

ଶ୍ରବଣା- ଲେଖାପଢାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହେବାର ବହୁତ ସମ୍ଭାବନା ଅଛି । କଥାବାର୍ତାରେ ଶାଳୀନତା ଅଭାବରୁ ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ । ସଭା ସମିତିରେ ପାଣ୍ଡିତ୍ୟର ପରିପ୍ରକାଶ ଯୋଗୁ ସୁସମ୍ପର୍କ ସ୍ଥାପିତ ହୋଇପାରେ ।

ଧନିଷ୍ଠା- ଖର୍ଚ୍ଚ ପରିମାଣ ବୃଦ୍ଧି ହେତୁ ମନ ଆନମନା ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନକଲେ ବିବାଦ ଗ୍ରସ୍ତ ହୋଇପଡିବେ । ଅତି ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍ ବୁଝିପାରନ୍ତି ।

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :