• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th January 2023: ଏହି ରାଶିର ବ୍ୟକ୍ତିଙ୍କ ଭାଗ୍ୟ ଖୋଲିପାରେ, ବଡ଼ କମ୍ପାନୀରୁ ଚାକିରି ପାଇଁ ଡାକରା ଆସିପାରେ

ସୌର ଧନୁ ମାସ, ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ, ଶୁକ୍ରବାର, ଚନ୍ଦ୍ର – କନ୍ୟା ଅହୋରାତ୍ର, ତିଥି -  ୬ଷ୍ଠୀ ସନ୍ଧ୍ୟା ୦୬.୧୭ ଗତେ ୭ମୀ, ଘାତ ଚନ୍ଦ୍ର – ବୃଷ ଅହୋରାତ୍ର, ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୪.୩୭ ପର୍ଯ୍ୟନ୍ତ। ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

Taurus

ବୃଷ

Friday 13 Jan 2023

କୃତିକା  - ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି । ବାଦବିବାଦ କ୍ରମେ ଜଟିଳ ହେବ। କିନ୍ତୁ ଆପଣ ସଫଳତା ହାସଲ କରିବେ ।
ରୋହିଣୀ – ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି । କୌଣସି କାରଣରୁ ମନ ଭଲ ରହିବ ନାହିଁ ।  ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ ।
ମୃଗଶିରା – ଭଲ ସମ୍ପର୍କ ନଥିବା ବ୍ୟକ୍ତିଙ୍କ ଦ୍ୱାରା ମିଥ୍ୟା ଗୁଜବରେ ଆତଙ୍କିତ ହେବା ଠିକ୍ ନୁହେଁ । ବ୍ୟବସାୟ ତଥା ପରିବହନରେ ସଫଳତା ମିଳିବ । କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ ।

ପ୍ରତିକାର – ଶୁକ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :