• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th January 2023: ଏହି ରାଶିର ବ୍ୟକ୍ତିଙ୍କ ଭାଗ୍ୟ ଖୋଲିପାରେ, ବଡ଼ କମ୍ପାନୀରୁ ଚାକିରି ପାଇଁ ଡାକରା ଆସିପାରେ

ସୌର ଧନୁ ମାସ, ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ, ଶୁକ୍ରବାର, ଚନ୍ଦ୍ର – କନ୍ୟା ଅହୋରାତ୍ର, ତିଥି -  ୬ଷ୍ଠୀ ସନ୍ଧ୍ୟା ୦୬.୧୭ ଗତେ ୭ମୀ, ଘାତ ଚନ୍ଦ୍ର – ବୃଷ ଅହୋରାତ୍ର, ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୪.୩୭ ପର୍ଯ୍ୟନ୍ତ। ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

Cancer

କର୍କଟ

Friday 13 Jan 2023

ପୁନର୍ବସୁ -  ସନ୍ତାନ ହେତୁକ ଚିନ୍ତା ଦୂର ହେବା ସମ୍ଭାବନା ରହିଛିି । ବ୍ୟବସାୟ, ବାଣିଜ୍ୟରେ ସବୁ ସମସ୍ୟାର ସମାଧାନ ହୋଇଯିବ ।  ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ମାନସିକ ଦୁଶ୍ଚିନ୍ତା ବଢିଯିବ ।
ପୁଷ୍ୟା –  ସାମାଜିକ ସ୍ତରରେ ସ୍ଥଗିତ କାମକୁ ସମ୍ପୂର୍ଣ୍ଣ କରିବା ପାଇଁ ନିଷ୍ପତ୍ତି ନେବେ । ପିଲାଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ଅଫିସ୍‌ରେ ସବୁକାମ ସମ୍ଭାଳି ନେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ଅକ୍ଷୂର୍ଣ୍ଣ ରହିବ ।
ଅଶ୍ଳେଷା - ଈଛା ନଥିଲେ ମଧ୍ୟ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହୋଇପାରନ୍ତି । ବିବାଦୀୟ ପରିସ୍ଥିତି ଗୁରୁତ୍ୱର ହେବ ନାହିଁ । କଠିନ ପରିଶ୍ରମ ଯୋଗୁ ବହୁତ ଭଲ ଫଳାଫଳ ପାଇବେ ।

ପ୍ରତିକାର – ଶ୍ରୀ ଗଣେଶଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :