• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th January 2023: ଏହି ରାଶିର ବ୍ୟକ୍ତିଙ୍କ ଭାଗ୍ୟ ଖୋଲିପାରେ, ବଡ଼ କମ୍ପାନୀରୁ ଚାକିରି ପାଇଁ ଡାକରା ଆସିପାରେ

ସୌର ଧନୁ ମାସ, ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ, ଶୁକ୍ରବାର, ଚନ୍ଦ୍ର – କନ୍ୟା ଅହୋରାତ୍ର, ତିଥି -  ୬ଷ୍ଠୀ ସନ୍ଧ୍ୟା ୦୬.୧୭ ଗତେ ୭ମୀ, ଘାତ ଚନ୍ଦ୍ର – ବୃଷ ଅହୋରାତ୍ର, ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୪.୩୭ ପର୍ଯ୍ୟନ୍ତ। ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

Leo

ସିଂହ

Friday 13 Jan 2023

ମଘା – ଏଭଳି ବ୍ୟକ୍ତିଙ୍କ ସହ ମିଶିବେ ଯିଏ ଆପଣଙ୍କୁ ନୂଆ କାମରେ ସାହାର୍ଯ୍ୟ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତ୍ତନ କରିବାର ଇଚ୍ଛା ହେବ । ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ ।
ପୂ , ଫାଲଗୁନୀ - ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ ।   ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ସାମାଜିକ ସ୍ଥିତି ବଜାୟ ରହିବ । ପରୀକ୍ଷାରେ ପ୍ରତିଯୋଗିତାରେ କୃତକାର୍ଯ୍ୟ ହେବେ ।
ଉ ,ଫାଲଗୁନୀ – ଆପଣଙ୍କ କଳାତ୍ମକ ବଢିପାରେ । ଆଇନ୍‌ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରଦେବ । କୌଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ । କୋର୍ଟ କଚେରୀ ଓ ମାଲିମକଦ୍ଦମାରେ ବିଜୟୀ ହେବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ ।

ପ୍ରତିକାର – ଶ୍ରୀ ମାତଙ୍ଗୀଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :