• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th January 2023: ଏହି ରାଶିର ବ୍ୟକ୍ତିଙ୍କ ଭାଗ୍ୟ ଖୋଲିପାରେ, ବଡ଼ କମ୍ପାନୀରୁ ଚାକିରି ପାଇଁ ଡାକରା ଆସିପାରେ

ସୌର ଧନୁ ମାସ, ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ, ଶୁକ୍ରବାର, ଚନ୍ଦ୍ର – କନ୍ୟା ଅହୋରାତ୍ର, ତିଥି -  ୬ଷ୍ଠୀ ସନ୍ଧ୍ୟା ୦୬.୧୭ ଗତେ ୭ମୀ, ଘାତ ଚନ୍ଦ୍ର – ବୃଷ ଅହୋରାତ୍ର, ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୪.୩୭ ପର୍ଯ୍ୟନ୍ତ। ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

Libra

ତୁଳା

Friday 13 Jan 2023

ଚିତ୍ରା – ବାସସ୍ଥାନ ବା ଯାନବାହନ ପାଇଁ ଖର୍ଚ୍ଚାନ୍ତ ହୋଇ ପାରନ୍ତି । କୌଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । 
ସ୍ୱାତୀ – ଅଫିସ୍ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ । ରାଜନୀତିରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ । ବିଦ୍ୟାର୍ଥୀମାନେ ଉଚ୍ଚ ଶିକ୍ଷାରେ ଅଗ୍ରଗତି କରିବେ ।
ବିଶାଖା – ଆପଣଙ୍କ ସ୍ୱଭାବ ଟିକେ କୋମଳ କରନ୍ତୁ ।  ଜମିବାଡ଼ିକୁ ନେଇ ପରିବାରରେ ସାମୟିକ ଅଶାନ୍ତି ଦେଖାଦେବ । ସାହାଯ୍ୟ ସହଯୋଗ ପାଇ ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତ କରିବେ ।

ପ୍ରତିକାର –ଧଳା ରଙ୍ଗର ପୋଷାକ ପରିଧାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :