• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଆକସ୍ମିକ ଦୂରଯାତ୍ରା କରିବାକୁ ପଡ଼ିପାରେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର ।ଚନ୍ଦ୍ର – ମେଷ ରାତ୍ରି ୦୧.୫୮ ଗତେ ବୃଷ ,ତିଥି – ୧୧ଶୀ ସନ୍ଧ୍ୟା ୦୬.୨୫ ଗତେ ୧୨ଶୀ ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ସନ୍ଧ୍ୟା ୦୬.୨୫ ଗତେ ୨ପାଦ-ପଶୁ ଓ ବଂଶହାନି - ଅନ୍ନ ଓ ତିଳକାଞନ ଦାନ

Aquarius

କୁମ୍ଭ

Thursday 13 Jul 2023

ଧନିଷ୍ଠା- ବନ୍ଧୁଙ୍କ ସହଯୋଗରେ ଆର୍ଥିକ ସୁଧାର ଆସିପାରେ। ପାରିବାରିକ ସ୍ତରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। କଳା, ସାହିତ୍ୟ, ସାମ୍ବାଦିକତାରୁ ସୁଫଳ ମିଳିବ।

ଶତଭିଷା- ସମସ୍ୟା ଲାଗି ରହିଥିଲେ ମଧ୍ୟ କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହେବେ

ପୂ, ଭାଦ୍ରପଦ- ଆପଣ ସର୍ବଦା ନିଜର ଭବିଷ୍ୟତକୁ ଧ୍ୟାନରେ ରଖି କାର‌୍ୟ୍ୟ କରିବା ଉଚିତ । ଆନୁଷ୍ଠାନିକ କ୍ଷେତ୍ରରେ କିମ୍ବା ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ।

ପ୍ରତିକାର – ମା କାଳିଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :