• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଆକସ୍ମିକ ଦୂରଯାତ୍ରା କରିବାକୁ ପଡ଼ିପାରେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର ।ଚନ୍ଦ୍ର – ମେଷ ରାତ୍ରି ୦୧.୫୮ ଗତେ ବୃଷ ,ତିଥି – ୧୧ଶୀ ସନ୍ଧ୍ୟା ୦୬.୨୫ ଗତେ ୧୨ଶୀ ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ସନ୍ଧ୍ୟା ୦୬.୨୫ ଗତେ ୨ପାଦ-ପଶୁ ଓ ବଂଶହାନି - ଅନ୍ନ ଓ ତିଳକାଞନ ଦାନ

Gemini

ମିଥୁନ

Thursday 13 Jul 2023

ମୃଗଶିରା- ସ୍ବାସ୍ଥ୍ୟ ସମସ୍ୟା ସମ୍ପୂର୍ଣ୍ଣ ଖରାପ ନ ହେଲେ ମଧ୍ୟ ବିଶେଷ ଭଲ ରହିବ ନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ନୀତିଗତ କାମରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରଖି ଚଳିବା ନିତାନ୍ତ ଜରୁରୀ ହୋଇପଡ଼ିବ।

ଆଦ୍ରା- କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ। ଅନ୍ୟ ମାନଙ୍କୁ ବୁଝାଇବା ଭଳି କଥାକହି ଲକ୍ଷ୍ୟ ହାସଲ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟରେ ମାନମନାନ୍ତର ଦେଖାଦେଇପାରେ।

ପୁନର୍ବସୁ- ଧନାଦିରେ ଅଭିବୃଦ୍ଧି ଘଟିପାରେ । ଶିକ୍ଷାକ୍ଷେତ୍ରରେ ବିଶୃଖଂଳା ଉପୁଜିପାରେ । କୋର୍ଟର ନିଷ୍ପତି ବଦଳି ଯାଇପାରେ । ମହିଳା ମାନଙ୍କୁ ଅଧିକ ପରିଶ୍ରମ କରିବାକୁ ପଡିପାରେ ।

ପ୍ରତିକାର – ମା ବିରଜାଙ୍କର ଆରଧନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :