ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର ।ଚନ୍ଦ୍ର – ମେଷ ରାତ୍ରି ୦୧.୫୮ ଗତେ ବୃଷ ,ତିଥି – ୧୧ଶୀ ସନ୍ଧ୍ୟା ୦୬.୨୫ ଗତେ ୧୨ଶୀ ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ସନ୍ଧ୍ୟା ୦୬.୨୫ ଗତେ ୨ପାଦ-ପଶୁ ଓ ବଂଶହାନି - ଅନ୍ନ ଓ ତିଳକାଞନ ଦାନ
ପୁନର୍ବସୁ- ପାରିବାରିକ କ୍ଷେତ୍ର ବୁଝାମଣା ଭିତ୍ତିରେ ଶୃଙ୍ଖଳିତ ହେବାରୁ ଆଶ୍ୱସ୍ତି ଲଭିବେ। ମନ ବୁଝିଲା ଭଳି କଥା କହିବା କାରଣରୁ ବନ୍ଧୁଙ୍କ ସହଯୋଗ ପାଇବାରେ ଅସୁବିଧା ରହିବ ନାହିଁ। ରାଜନୀତି କିମ୍ବା ପ୍ରଶାସନିକ ସ୍ତରରେ କାମ ହାସଲ କଷ୍ଟକର ହେବ।
ପୁଷ୍ୟା- ବିବାହ ଆଶାୟୀ ଯୁବକ ଯୁବତୀ ମାନେ ବିବାହ ବଦ୍ଧନରେ ଆବଦ୍ଧ ହୋଇପାରନ୍ତି । ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ
ଅଶ୍ଳେଷା- ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ମହିଳା ମାନଙ୍କର ମିଷ୍ଠାନ ଲାଭରୁ ମନ ଖୁସିରହିବ । ଆଧାତ୍ମିକ ଜୀବନ ବିତାଇ ପାରନ୍ତି
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬