• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଆକସ୍ମିକ ଦୂରଯାତ୍ରା କରିବାକୁ ପଡ଼ିପାରେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର ।ଚନ୍ଦ୍ର – ମେଷ ରାତ୍ରି ୦୧.୫୮ ଗତେ ବୃଷ ,ତିଥି – ୧୧ଶୀ ସନ୍ଧ୍ୟା ୦୬.୨୫ ଗତେ ୧୨ଶୀ ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ସନ୍ଧ୍ୟା ୦୬.୨୫ ଗତେ ୨ପାଦ-ପଶୁ ଓ ବଂଶହାନି - ଅନ୍ନ ଓ ତିଳକାଞନ ଦାନ

Leo

ସିଂହ

Thursday 13 Jul 2023

ମଘା- ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷାରେ ସମର୍ଥ ହେବେ। ବନ୍ଧୁଙ୍କୁ ମନରେ ଭାବୁଥିବା କଥାଟି ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ । ବ୍ୟବସାୟରେ ଲାଭ ମିଳିବ, ମାତ୍ର ଅବହେଳାରୁ ବ୍ୟୟ ହୋଇଯିବ।

ପୂ- ଫାଲ୍‌ଗୁନୀ- କର୍ମକ୍ଷେତ୍ରସ୍ଥ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ନୂତନ ଯୋଜନାଟିକୁ ଆରମ୍ଭ କରିବା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ।

ଉ- ଫାଲ୍‌ଗୁନୀ- ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ରୁକ୍ଷ ବ୍ୟବହାର ମନରେ ଆଘାତ ଦେବ। ପ୍ରତ୍ୟେକ ପରିସ୍ଥିତିକୁ ଜଟିଳ ମନେକରିବେ ବାସ୍ତବରେ ସେପରି କିଛି ହେବନି। ଆକସ୍ମିକ ଭାବରେ ଦୂରଯାତ୍ରା କରିବାକୁ ପଡ଼ିପାରେ।

ପ୍ରତିକାର – ଶ୍ରୀ ରାମଙ୍କର ପୂଜାପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :