• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଆକସ୍ମିକ ଦୂରଯାତ୍ରା କରିବାକୁ ପଡ଼ିପାରେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର ।ଚନ୍ଦ୍ର – ମେଷ ରାତ୍ରି ୦୧.୫୮ ଗତେ ବୃଷ ,ତିଥି – ୧୧ଶୀ ସନ୍ଧ୍ୟା ୦୬.୨୫ ଗତେ ୧୨ଶୀ ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ସନ୍ଧ୍ୟା ୦୬.୨୫ ଗତେ ୨ପାଦ-ପଶୁ ଓ ବଂଶହାନି - ଅନ୍ନ ଓ ତିଳକାଞନ ଦାନ

Virgo

କନ୍ୟା

Thursday 13 Jul 2023

ଉ- ଫାଲ୍‌ଗୁନୀ- ପାରିବାରିକ ସ୍ତରରେ ଭଉଣୀ କିମ୍ବା ସ୍ତ୍ରୀଙ୍କ ତରଫରୁ ପ୍ରତିରୋଧ ଆସିପାରେ। ଆନୁଷ୍ଠାନିକ କାମ ସକାଶେ ତତ୍ପର ହେବେ। ମନ ଚାହୁଁ ନ ଥିବା କେତେକ କାମ ପରିସ୍ଥିତିରେ ପଡି କରିବାକୁ ବାଧ୍ୟ ହେବେ।

ହସ୍ତା- ବନ୍ଧୁଙ୍କ ସମ୍ମୁଖରେ ପାରିବାରିକ ଜୀବନର ଅକୁହା କଥାକୁ ଲୁଚାଇ ରଖି ହସି ହସି କଥା କହିବେ। ସନ୍ଧ୍ୟା ସୁଦ୍ଧା ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ।

ଚିତ୍ରା- ଅଫିସରେ ମିଠା କଥା କହି ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ। ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ।

ପ୍ରତିକାର - ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :