• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th July 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୩ ତାରିଖ ଶନିବାର ।ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୭ମୀ ଦିବା ୦୩.୦୫ ଗତେ ୮ମୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୩.୦୫ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Taurus

ବୃଷ

Saturday 13 Jul 2024

କୃତିକା- କର୍ମ କ୍ଷେତ୍ରରେ ବାଧା ଆସିଲେ ମଧ୍ୟ ସଫଳତା ହାସଲ କରିବେ । ଶାରୀରିକ ଅସୁସ୍ଥତା ଦେଖାଦେଇ ପାରେ । ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସି୍ଥତି ଉନ୍ନତି ଦେଖାଦେବ । କୈାଶଳ କ୍ରମେ କାର୍ଯ୍ୟସିଦ୍ଧି ହେବ ।

ରୋହିଣୀ- ଆର୍ଥିକ ଓ ପାରିବାରିକ ସ୍ଥିତିରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ । ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ ।

ମୃଗଶିରା- କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣ ଓ ଜିଦ୍ ମନକୁ ବିଭାନ୍ତ କରିପାରନ୍ତି ।

ପ୍ରତିକାର – ଦେବୀ ମାଙ୍କ ମନ୍ଦିରରେ କିଛି ଦାନ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :