• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th July 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୩ ତାରିଖ ଶନିବାର ।ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୭ମୀ ଦିବା ୦୩.୦୫ ଗତେ ୮ମୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୩.୦୫ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Aquarius

କୁମ୍ଭ

Saturday 13 Jul 2024

ଧନିଷ୍ଠା- ବ୍ୟବସାୟୀଙ୍କୁ ପ୍ରତିକୂଳ ପରିସ୍ଥିତିର ସାମ୍ନା କରିବାକୁ ପଡିପାରେ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରନ୍ତୁ । ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭ ଖବର ମିଳିବ ।

ଶତଭିଷା- ବ୍ୟବସାୟୀ ମାନେ ଆଜି କାର୍ଯ୍ୟରେ କୌଣସି ପ୍ରକାର ଅବହେଳା କରନ୍ତୁ ନାହିଁ । ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ସଫଳତା ଓ ସମ୍ମାନ ମିଳିବ । ଛାତ୍ରଛାତ୍ରୀ ମାନଙ୍କ ପାଇଁ ଉତମ ଦିନଟିଏ ।

ପୂ,ଭାଦ୍ରପଦ- ଅତ୍ୟଧିକ କାର୍ଯ୍ୟ ବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିନପାରେ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତା ହୁଅନ୍ତୁ ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :