• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th July 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୩ ତାରିଖ ଶନିବାର ।ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୭ମୀ ଦିବା ୦୩.୦୫ ଗତେ ୮ମୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୩.୦୫ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Pisces

ମୀନ

Saturday 13 Jul 2024

ପୂ,ଭାଦ୍ରପଦ- ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ପରିବାର ପ୍ରତି ଆପଣଙ୍କର ଦାୟିତ୍ବ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ । ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ

ଉ,ଭାଦ୍ରପଦ- ଅଫିସ୍ କାମରେ କୌଣସି ବ୍ୟକ୍ତି ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ଚେଷ୍ଟା ସଫଳ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ । ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କ କାର‌୍ୟ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ

ରେବତୀ- କୋର୍ଟକଚେରୀରେ ମନ୍ଥରତା ଲାଗିରହିବ । ମହିଳା ମାନେ ନିଜ ମନୋଭାବକୁ ପ୍ରକାଶ କରନ୍ତୁ ନାହିଁ । ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ ହେବ

ପ୍ରତିକାର – ଅଶ୍ୱତଥ୍ ଗଛ ମୂଳରେ ଘିଅ ବତୀ ଜଳାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :