• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th July 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୩ ତାରିଖ ଶନିବାର ।ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୭ମୀ ଦିବା ୦୩.୦୫ ଗତେ ୮ମୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୩.୦୫ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Gemini

ମିଥୁନ

Saturday 13 Jul 2024

ମୃଗଶିରା- ବାରମ୍ବାର ଚେଷ୍ଟାର ପରିଣାମ ସ୍ୱରୂପ ଆଜି ସାମାନ୍ୟ ବିଳମ୍ବ ହେଲେ ମଧ୍ୟ କାର୍ଯ୍ୟ ସାଧିତ ହେବ । ଭୁଲ ବୁଝାମଣା ହେତୁ ପାରିବାରିକ କଳହ ଦେଖାଦେଇପାରେ ।

ଆଦ୍ରା- ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ଚାଳିବେ । ବନ୍ଧୁ ମିତ୍ରଙ୍କ ଠାରୁ ଉପହାର ପ୍ରାପ୍ତି ହେବ । ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ ।

ପୁନର୍ବସୁ- ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁଁ ଚିନ୍ତା ପ୍ରକଟ କରିପାରନ୍ତି । ଅଫିସରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ଘରକାମ ଛାଡି ବାହାର କାମରେ ବେଶି ସମୟ କଟାଇବାକୁ ପଡିପାରେ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :