• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th July 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୩ ତାରିଖ ଶନିବାର ।ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୭ମୀ ଦିବା ୦୩.୦୫ ଗତେ ୮ମୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୩.୦୫ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Cancer

କର୍କଟ

Saturday 13 Jul 2024

ପୁନର୍ବସୁ- ମାନସିକ ସୁସ୍ଥତା ରହି ନପାରେ । ବ୍ୟବସାୟ କ୍ଷେତ୍ରରେ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା ପାଇଁ ଚେଷ୍ଟା କରିବେ । ସାଂସ୍କୃତିକ କାର‌୍ୟ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି

ପୁଷ୍ୟା- ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ ରହିବ । ବିଦ୍ୟାରେ ଶୁଭ ଯୋଗ ଓ ପ୍ରତିଯୋଗିତା ପରୀକ୍ଷାରେ ସଫଳତା ହାସଲ କରିବେ । ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ

ଅଶ୍ଲେଷା- ଉତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ରହିଛି । ପିଲା ମାନଙ୍କ ସହିତ ଖୁସିଗପ କରିବାର ମଉକା ପାଇବେ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ।

ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :