• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th July 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୩ ତାରିଖ ଶନିବାର ।ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୭ମୀ ଦିବା ୦୩.୦୫ ଗତେ ୮ମୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୩.୦୫ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Leo

ସିଂହ

Saturday 13 Jul 2024

ମଘା- ନିତିଦିନିଆ କାମ ସହଜରେ ପୁରା ହୋଇଯିବ । ଏଭଳି ବ୍ୟକ୍ତିଙ୍କ ସହ ମିଶିବେ ଯିଏ ଆପଣଙ୍କୁ ନୂଆ କାମରେ ସାହାଯ୍ୟ କରିବେ । କାର୍ଯ୍ୟ କ୍ଷେତ୍ରରେ ଧନ ଲାଭର ନୂଆ ଉତ୍ସ ତଲାସ କରିବେ ।

ପୂ,ଫାଲଗୁନି- ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ ଜନିତ ଯଶମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ଅଧିକ ପରିଶ୍ରମ ବଳରେ ଜୀବନ ଶୈଳିରେ ସୁଖ ସମୃଦ୍ଧି ଲାଭ କରିବେ । ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବ ।

ଉ,ଫାଲଗୁନି- ଈର୍ଷା ପରାୟଣ ବ୍ୟକ୍ତି ପ୍ରତିଷ୍ଠାକୁ ସହି ନ ପାରି କଟୁ ମନ୍ତବ୍ୟ ଦେବେ । ଅନ୍ୟ ମାନଙ୍କ ଆଗରେ ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା ହେବେ । ଅନ୍ୟ ମାନଙ୍କର ଦୟା ଉପରେ ନିର୍ଭର କରିବାକୁ ପଡିପାରେ ।

ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :