• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th July 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୩ ତାରିଖ ଶନିବାର ।ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୭ମୀ ଦିବା ୦୩.୦୫ ଗତେ ୮ମୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୩.୦୫ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Libra

ତୁଳା

Saturday 13 Jul 2024

ଚିତ୍ରା- ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବିବେ । ଘରୋଇ ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । ପ୍ରେମିଯୁଗଳଙ୍କ ପାଇଁ ଭଲଦିନ ଟିଏ ।

ସ୍ୱାତୀ- ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ସମାଜ ସେବାରେ ମନ ବଳାଇବେ । ଅଫିସ କାମରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି । ବିଦ୍ୟାର୍ଥୀ ମାନଙ୍କୁ କମ ପରିଶ୍ରମରେ ଅଧିକ ସଫଳତା ମିଳିପାରେ ।

ବିଶାଖା- ସମାଜ ସେବା କରୁଥିବା ବ୍ୟକ୍ତିମାନେ ମାନ ସମ୍ମାନ ପାଇବେ । କିଛି ନୂଆ ଯୋଜନା କରିପାରନ୍ତି । କାହା ପ୍ରତି ଆପଣଙ୍କ ମନ୍ତବ୍ୟ ପ୍ରକାଶ କରନ୍ତୁ ନାହିଁ ।

ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :