• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th July 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୩ ତାରିଖ ଶନିବାର ।ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୭ମୀ ଦିବା ୦୩.୦୫ ଗତେ ୮ମୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୩.୦୫ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Scorpio

ବିଛା

Saturday 13 Jul 2024

ବିଶାଖା- ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ସେଥିରେ ପ୍ରଚୁର ଲାଭ ମିଳିବ । ଜୀବନ ସାଥୀଙ୍କ ସହିତ ଶାନ୍ତି ବାତାବରଣ ସୃଷ୍ଟି କରିବେ । ଶାରୀରିକ ଅସୁସ୍ଥତା ଦୂରେଇ ଯିବ

ଅନୁରାଧା- ବିବାଦୀୟ ଘଟଣାରେ ମଧ୍ୟସ୍ଥତା କରି ପ୍ରଶଂସିତ ହୋଇପାରନ୍ତି । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଦ୍ୟାର୍ଥୀ ମାନେ ଶିକ୍ଷାରେ ସଫଳତା ଲାଭ କରିବେ

ଜ୍ୟେଷ୍ଠା- ପିଲା ମାନେ ଯାନବାହନ କିଣିବା ପାଇଁ ଜିଦ୍ ଧରି ପାରନ୍ତି । ଶତୃ ଯେତେ ଚେଷ୍ଟା କରିଲେ ମଧ୍ୟ କିଛି କ୍ଷତି କରି ପାରିବେ ନାହିଁ । ରାସ୍ତରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :