• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th July 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୩ ତାରିଖ ଶନିବାର ।ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୭ମୀ ଦିବା ୦୩.୦୫ ଗତେ ୮ମୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୩.୦୫ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Sagittarius

ଧନୁ

Saturday 13 Jul 2024

ମୂଳା- କାମକାର୍ଯ୍ୟରେ ଆପଣ ବହୁତ ଲାଭ ପାଇପାରନ୍ତି । ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ । ବ୍ୟବସାୟରେ ଲାଭ ମିଳିପାରେ ।

ପୂ,ଷାଢା- ରାଜନୈତିକ କ୍ଷେତ୍ରରେ ସମ୍ମାନିତ ହେବେ । ଛାତ୍ରଛାତ୍ରୀ ମାନେ ପାଠକୁ ନେଇ ଚିନ୍ତାରେ ରହିବେ । ଛୋଟଛୋଟ କଥାକୁ ନେଇ କର୍ମ କ୍ଷେତ୍ରରେ ବିବାଦ ଦେଖିବାକୁ ମିଳିବ ।

ଉ,ଷାଢା- ଲୋକମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ । ନୂତନ ବନ୍ଧୁ ସୃଷ୍ଟି ହେବେ । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି

ପ୍ରତିକାର –୫ଟି ହଳଦିଆ ଲଡୁ ଧର୍ମସ୍ଥାନରେ ଭୋଗ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :