• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th July 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୩ ତାରିଖ ଶନିବାର ।ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୭ମୀ ଦିବା ୦୩.୦୫ ଗତେ ୮ମୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୩.୦୫ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Capricorn

ମକର

Saturday 13 Jul 2024

ଉ,ଷାଢା- ପିତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି କାରଣରୁ ମନ ହାଲୁକା ହୋଇଯିବ। ପରିବହନରେ ଉନ୍ନତି କରି ଋଣମୁକ୍ତ ହେବାର ସୂଚନା ରହିଛି । କର୍ମ କ୍ଷେତ୍ରରେ ଏକ ସାଧାରଣ ଘଟଣାରେ ବିତର୍କ ଘଟିପାରେ

ଶ୍ରବଣା- ସଭାସମିତି କ୍ଷେତ୍ରରେ ପ୍ରଶଂସିତ ହେବେ । ପରିବହନ କ୍ଷେତ୍ରରେ ଆଶା ଠାରୁ ଅଧିକ ଫଳ ପାଇବ । ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା ଲାଭ କରିବେ ।

ଧନିଷ୍ଠା- ଘରଭଡାକୁ କେନ୍ଦ୍ରକରି ସମସ୍ୟା ଦେଖା ଦେଇପାରେ । ମହିଳା ମାନେ ମାଙ୍ଗଳିକ କାର‌୍ୟ୍ୟରେ ଯୋଗ ଦେବେ । ନିର୍ମାଣାଧୀନ କାମ ଓ ଜମିଜମା ବିବାଦୀୟ ପରିସ୍ଥିତି ସ୍ଥଗିତ ରହିଯିବ ।

ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :