• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th June 2023: ଏହି ରାଶିର ବ୍ୟକ୍ତି ଆଜି କର୍ମକ୍ଷେତ୍ରରେ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର । ଚନ୍ଦ୍ର – ମୀନ ଦିବା ୦୧.୩୩ ଗତେ ମେଷ,ତିଥି – ୧୦ମୀ ଦିବା ୦୯.୨୯ ଗତେ ୧୧ଶୀ,ଘାତ ଚନ୍ଦ୍ର – ଧନୁ ଦିବା ୦୧.୩୩ ଗତେ ମେଷ,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ ।

Aries

ମେଷ

Tuesday 13 Jun 2023

ଅଶ୍ୱନୀ- ମିତ୍ରଙ୍କ ଠାରୁ ସାହାଯ୍ୟ ମିଳିବାରୁ ମାନସିକ ଶାନ୍ତି ଅନୁଭବ କରିବେ । କେତେ ଗୁଡିଏ ମହତ୍ୱପୂର୍ଣ୍ଣ କାର୍ଯ୍ୟର ପରିବର୍ତନ ହୋଇ ଆର୍ଥିକ ସ୍ଥିତି ବହୁତ ଭଲ ରହିବ

ଦ୍ୱିଜା -ବିଦେଶ ଯାତ୍ରାର ସୁଯୋଗ ଆସିବ ଏବଂ ଲାଭବାନ୍ ହେବେ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ହେବା ଦରକାର 

କୃତିକା- ରାଜନୀତି କ୍ଷେତ୍ରରେ କୈାଶଳପୂର୍ଣ୍ଣ କାର୍ଯ୍ୟ କରିବେ । ନିଜର ଧନ ସମ୍ପତ୍ତିକୁ ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ ।

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :