• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th June 2023: ଏହି ରାଶିର ବ୍ୟକ୍ତି ଆଜି କର୍ମକ୍ଷେତ୍ରରେ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର । ଚନ୍ଦ୍ର – ମୀନ ଦିବା ୦୧.୩୩ ଗତେ ମେଷ,ତିଥି – ୧୦ମୀ ଦିବା ୦୯.୨୯ ଗତେ ୧୧ଶୀ,ଘାତ ଚନ୍ଦ୍ର – ଧନୁ ଦିବା ୦୧.୩୩ ଗତେ ମେଷ,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ ।

Taurus

ବୃଷ

Tuesday 13 Jun 2023

କୃତିକା- ସ୍ୱାସ୍ଥ୍ୟ ପାଇଁ ଚିନ୍ତା ରହିବ ନାହିଁ । ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ । ଅନ୍ୟମାନଙ୍କ ସାହାଯ୍ୟ ଲାଭ କରି କାମ ହାସଲ କରିବେ

ରୋହିଣୀ- ସଭାସମିତିରେ ଯୁକ୍ତିତର୍କରୁ ଦୂରେଇ ରହିବା ଭଲ । ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ । ରାଜନିତିରେ ଭଲ କାମ କରି ଲୋକଙ୍କ ପ୍ରିୟ ରହିବେ ।

ମୃଗଶିରା- ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ । ଯେଉଁମାନେ ବିଦେଶୀ ବିଶ୍ୱବିଦ୍ୟାଳୟରେ ଆଡମିଶନ୍ କରିବା ପାଇଁ ଚାହୁଁଥିବେ ସେମାନେ ସହଜରେ ପାଇ ପାରିବେ ।

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :