• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th June 2023: ଏହି ରାଶିର ବ୍ୟକ୍ତି ଆଜି କର୍ମକ୍ଷେତ୍ରରେ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର । ଚନ୍ଦ୍ର – ମୀନ ଦିବା ୦୧.୩୩ ଗତେ ମେଷ,ତିଥି – ୧୦ମୀ ଦିବା ୦୯.୨୯ ଗତେ ୧୧ଶୀ,ଘାତ ଚନ୍ଦ୍ର – ଧନୁ ଦିବା ୦୧.୩୩ ଗତେ ମେଷ,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ ।

Aquarius

କୁମ୍ଭ

Tuesday 13 Jun 2023

ଧନିଷ୍ଠା- ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଅପ୍ରତ୍ୟାଶିତ ସଂମ୍ପତି ମିଳିବାର ସୂଚନା ଅଛି । ପାରିବାରିକ ଅସ୍ୱାସ୍ଥ୍ୟ କର ପରିସ୍ଥିତିକୁ ନେଇ ଚିନ୍ତା ଗ୍ରସ୍ତ ରହିବେ

ଶତଭିଷା- ବିଶିଷ୍ଠ ବ୍ୟକ୍ତିଙ୍କ ସହିତ ସଂମ୍ପର୍କ ବୃଦ୍ଧି ହେବ । ମହିଳା ମାନେ ବିଭିନ୍ନ ପ୍ରକାର ଲାଭର ସୈାଭାଗ୍ୟ ଲାଭ କରବେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ

ପୂ, ଭାଦ୍ରପଦ- ବିଦ୍ୟାର୍ଥୀ ମାନେ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହେବାର ସୁଯୋଗ ରହିଛି । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି

ପ୍ରତିକାର – ଶନିଦେବଙ୍କ ଗାୟତ୍ରି ମନ୍ତ୍ରକୁ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :