• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th June 2023: ଏହି ରାଶିର ବ୍ୟକ୍ତି ଆଜି କର୍ମକ୍ଷେତ୍ରରେ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର । ଚନ୍ଦ୍ର – ମୀନ ଦିବା ୦୧.୩୩ ଗତେ ମେଷ,ତିଥି – ୧୦ମୀ ଦିବା ୦୯.୨୯ ଗତେ ୧୧ଶୀ,ଘାତ ଚନ୍ଦ୍ର – ଧନୁ ଦିବା ୦୧.୩୩ ଗତେ ମେଷ,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ ।

Pisces

ମୀନ

Tuesday 13 Jun 2023

ପୂ, ଭାଦ୍ରପଦ- ଦାମ୍ପତ୍ୟ ଜୀବନରେ ପତୀପତ୍ନୀଙ୍କ ମଧ୍ୟରେ ଥିବା ତିକ୍ତତା ଦୂରିଭୂତ ହୋଇଯିବ ଓ ପ୍ରିତି ବୃଦ୍ଧି ହେବ । କୈାଣସି ନୂତନ ଯୋଜନାର ଶୁଭାରମ୍ଭ ହୋଇପାରେ

ଉ, ଭାଦ୍ରପଦ- କୈାଣସି ଧାର୍ମିକ ଅନୁଷ୍ଠାନରେ କିଛି ଦାୟିତ୍ୱ ବହନ କରିବାକୁ ପଡିପାରେ । ଛାତ୍ରଛାତ୍ରୀ ମାନେ ସୃଙ୍ଖଳିତ ରହିବା ସହିତ ବିକାଶ ଦିଗରେ ଅଗ୍ରଗତି କରିବେ

ରେବତୀ- ରାଜନିତିରେ ନିଜର ସଙ୍ଗଠନିକ ଦକ୍ଷତା, ଯୋଗ୍ୟତା ଅନୁସାରେ ପଦବୀ ମିଳିପାରେ । କିଛି ନୂଆ କରିବାର ଈଚ୍ଚା ଆପଣଙ୍କ ମନରେ ରହିବ ।

ପ୍ରତିକାର- ଗୋମାତାଙ୍କୁ ଗୁଡ,ବୁଟ, ପାଚୀଲା କନ୍ଦଳୀ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :