• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th June 2023: ଏହି ରାଶିର ବ୍ୟକ୍ତି ଆଜି କର୍ମକ୍ଷେତ୍ରରେ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର । ଚନ୍ଦ୍ର – ମୀନ ଦିବା ୦୧.୩୩ ଗତେ ମେଷ,ତିଥି – ୧୦ମୀ ଦିବା ୦୯.୨୯ ଗତେ ୧୧ଶୀ,ଘାତ ଚନ୍ଦ୍ର – ଧନୁ ଦିବା ୦୧.୩୩ ଗତେ ମେଷ,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ ।

Gemini

ମିଥୁନ

Tuesday 13 Jun 2023

ମୃଗଶିରା- ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ଆଦ୍ରା- ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବା ଯୋଗେ ବିଜୟୀ ହେବେ । ମନୋରଞନ କାର୍ଯ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ

ପୁନର୍ବସୁ- ରାସ୍ତାଘାଟରେ ଯଥେଷ୍ଟ ସତର୍କ ହୋଇ ଚଳିବା ଉଚିତ୍ । ସାମ୍ବାଦିକ ମାନେ ନିଜ କାର‌୍ୟ୍ୟରେ କୃତିତ୍ୱ ଲାଭ କରିବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି କରିବେ ।

ପ୍ରତିକାର – ମାଆ ବିରଜାଙ୍କର ଆରଧନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :